ଦମ୍ପତିଙ୍କୁ ହତ୍ୟା ମାମଲାରେ ଦୋଷୀକୁ ଆଜୀବନ ଜେଲ୍‌

ଜୁନ୍ ୨୦୧୫ରେ ରାଉରକେଲା ବ୍ରାହ୍ମଣୀତରଙ୍ଗ ଥାନା ଅଞ୍ଚଳରେ ଘଟିଥିବା ହତ୍ୟାକାଣ୍ଡ ଘଟଣାରେ ଦୋଷୀ ରାଜୁ ପାନ୍ନାକୁ ଆଜୀବନ ଦଣ୍ଡାଦେଶ ଦେଲେ ଏଡିଜେ- ୨।

ଡାହାଣୀ ସନ୍ଦେହରେ ଦମ୍ପତିଙ୍କୁ କଟୁରୀରେ ହାଣି ହତ୍ୟା କରିଥିଲା ରାଜୁ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes