ଦରଦାମ ବୃଦ୍ଧି ପ୍ରତିବାଦରେ ଛାତ୍ର କଂଗ୍ରେସର ବିକ୍ଷୋଭ

ପେଟ୍ରୋଲ, ଡିଜେଲ,ରନ୍ଧନ ଗ୍ୟାସ ଓ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଦାମ୍ ବୃଦ୍ଧି ପ୍ରତିବାଦରେ ଆଜି ବଲାଙ୍ଗିର ଜିଲ୍ଲା ଛାତ୍ର କଂଗ୍ରେସ କମିଟିର ସଭାପତି ଶ୍ରୀ ଅଙ୍କିତ ସାହୁଙ୍କ ନେତୃତ୍ୱରେ ଅନେକ ଛାତ୍ର କଂଗ୍ରେସ କର୍ଯ୍ୟକର୍ତା ଜିଲ୍ଳାପାଳଙ୍କ ଅଫିସର ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes