ଭଦ୍ରକ ଜିଲ୍ଲା ଯୁବ କଂଗ୍ରେସ ପକ୍ଷରୁ ଜିଲ୍ଲା ସଭାପତି ହେମନ୍ତ ମହାପାତ୍ରଙ୍କ ନେତୃତ୍ୱରେ ଆଜି ଦରବୃଦ୍ଧି ପ୍ରତିବାଦରେ କଂଗ୍ରେସ ଭବନରୁ ଏକ ମୋଟର ସାଇକେଲ ଶୋଭାଯାତ୍ରା ଜିଲ୍ଲାପାଳ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇଥିଲା।
ପ୍ରଧାନମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ ସହ କେନ୍ଦ୍ର ସରକାରଙ୍କ ବିରୋଧରେ ଦଳୀୟ ନେତା କର୍ମୀ ସ୍ଲୋଗାନ ଦେଇଥିଲେ