ଦଳବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ନରେଶ ଚନ୍ଦ୍ର ମହାନ୍ତି ସସପେଣ୍ଡ

ଯାଜପୁରର ପୂର୍ବତନ ଜିଲ୍ଲା ପରିଷଦ ସଭାପତି ନରେଶ ମହାନ୍ତିଙ୍କୁ ନିଲମ୍ବିତ କରାଯାଇଥିବା ନେଇ ବିଜେଡି ସାଧାରଣ ସଂପାଦକ ମାନସ ମଙ୍ଗରାଜଙ୍କ ସୂଚନା ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes