ଦଶମ ଶ୍ରେଣୀ ଛାତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ

ସୁବର୍ଣ୍ଣପୁର ଜିଲ୍ଲା ବିନିକା ଭଣ୍ଡାର ପଞ୍ଚାୟତ ଚୁଲିମାଳ ଗାଁରେ ଏହି ଘଟଣା ଘଟିଛି।

୨ ପରିବାର ମଧ୍ୟରେ ଗଣ୍ଡଗୋଳ ଚାଲିଥିବା ବେଳେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes