ଦାଦାବଟି ମାଗି ଭୁବନେଶ୍ୱରରେ ତିନି ଯୁବକ ଗିରଫ

ଭୁବନେଶ୍ୱରର ଲିଙ୍ଗରାଜ ଥାନା ଅଞ୍ଚଳରେ ଜଣେ ଛେନା ବେପାରୀକୁ ଦଶ ହଜାର ଟଙ୍କା ଚାନ୍ଦା ମାଗିବା ଅଭିଯୋଗରେ ତିନି ଜଣ ଯୁବକଙ୍କୁ ଗିରଫ କରାଯାଇଥିବା ପୁଲିସ ଆଜି କହିଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes