ଦାମୋଦର ରାଉତଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଛତିଶଗଡ଼ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ପିସିସି ସଭାପତି ଶରତ ପଟ୍ଟନାୟକ ଏବଂ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଶୋକ ପ୍ରକାଶ କରିଛନ୍ତି।
Credible Local News of Odisha