ଦିଗଶିରାରେ ମକଡ୍ରିଲ କାର୍ଯ୍ୟକ୍ରମ ଅନୁଷ୍ଠିତ

ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଳକ ଦିଗଶିରା ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳୀ ଠାରେ ଆଜି ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ନେଇ ଅଗ୍ନିଶମ ବିଭାଗ ତରଫରୁ ଏକ ମକଡ୍ରିଲ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes