ଦିବଙ୍ଗତ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ସମ୍ମାନରେ ଗୃହ ବନ୍ଦ

ଆସନ୍ତାକାଲି ଅର୍ଥାତ ବୁଧବାର ପୂର୍ବାହ୍ନ ୧୦.୩୦ ଯାଏଁ ଗୃହ ମୁଲତବୀ ଘୋଷଣା କରାଯାଇଛି।

ବାଚସ୍ପତି ବିକ୍ରମ କେଶରୀ ଆରୁଖ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes