ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆଜାଦୀ କି ଅମୃତ ମହୋତ୍ସବ ଜାତୀୟ କମିଟି ବୈଠକରେ ସାମିଲ ହେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିଲ୍ଲୀ ଗସ୍ତରେ ଯାଇଛନ୍ତି।

ଏହା ସହ ଆସନ୍ତାକାଲି ନୀତି ଆୟୋଗ ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes