ଦୁଇଟି କାର୍ ଓ ତେଲ ଟ୍ୟାଙ୍କର ମଧ୍ୟରେ ଦୁର୍ଘଟଣା, ୩ ମୃତ

ବାଲେଶ୍ଵର ଜିଲ୍ଲା ସିମୁଳିଆ ଥାନା ଜାମୁଝାଡ଼ି ତାରିଣୀ ଛକ ନିକଟରେ ଗାଡ଼ି ପଛକୁ ପଛ ପିଟି ହୋଇ ଦୁର୍ଘଟଣା ଘଟିଛି।

ଘଟଣାସ୍ଥଳରେ କାର୍ ଡ୍ରାଇଭର ସମେତ ୩ ଜଣଙ୍କ ମୃତ୍ୟୁ ଘଟିଛି ଆଉ ୪ ଜଣ ଗୁରୁତର ହୋଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes