ଦୁଇରୁ ତିନି ଦିନ ତାପମାତ୍ରା 3/4 ଡିଗ୍ରୀ ଅଧିକ ରହିବ

ଆସନ୍ତା ଦୁଇରୁ ତିନି ଦିନ ରାଜ୍ୟର କେତେକ ଜିଲ୍ଲାରେ ଦିନ ତାପମାତ୍ରା ସ୍ୱାଭାବିକ ଠାରୁ 3/4 ଡିଗ୍ରୀ ଅଧିକ ରହିବ ବୋଲି ଆଜି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି l
ଉପକୂଳ ଓଡ଼ିଶାରେ ଉଚ୍ଚ ଆର୍ଦ୍ରତା ଏବଂ ସ୍ୱାଭାବିକ ଠାରୁ ଅଧିକ ଦିନ ତାପମାତ୍ରା କାରଣରୁ ଅସ୍ୱାଭାବିକ ପାଗ ଯଥା ଅତ୍ୟଧିକ ଗୁଳୁଗୁଳି ଅନୁଭୂତ ହେବାର ସମ୍ଭାବନା ରହିଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes