ଦୁଇ ଘଣ୍ଟା ବିଳମ୍ବରେ ଛାଡ଼ିଲା କେନ୍ଦୁଝର – ଭୁବନେଶ୍ୱର ଟ୍ରେନ

ଇଞ୍ଜିନରେ ସମସ୍ୟା ଦେଖାଦେବାରୁ ଆଜି କେନ୍ଦୁଝର – ଭୁବନେଶ୍ୱର ଟ୍ରେନ ଦୁଇ ଘଣ୍ଟା ବିଳମ୍ବରେ କେନ୍ଦୁଝରଗଡ ଷ୍ଟେସନରୁ ଯାଇଥିବା ଜଣାପଡ଼ିଛି।

ଫଳରେ ଯାତ୍ରୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ତେବେ ବିଲମ୍ୱକୁ ନେଇ ରେଳ ବିଭାଗ ପକ୍ଷରୁ କୌଣସି ସୂଚନା ମିଳିନାହିଁ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes