ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କା; ଜଣେ ଗୁରୁତର, ଜଣେ ଆହତ

ଅନୁଗୁଳ ଜିଲ୍ଲା ପାଳଲହଡା ବ୍ଲକ ଅନ୍ତର୍ଗତ ୧୪୯ ନମ୍ବର ଜାତୀୟ ରାଜପଥ ଡିମିରିଆ ଗ୍ରାମ ନିକଟରେ ଆଜି ଦୁଇଟି ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ଡ୍ରାଇଭର ଗୁରୁତର ହୋଇଥିବା ବେଳେ ଆଉ ଜଣେ ଆହତ ହୋଇଥିବା ଜଣାପଡିଛି।

ଏନେଇ ସ୍ଥାନୀୟ ଲୋକମାନଙ୍କ ସହାୟତାରେ ତାଙ୍କୁ ନିକଟସ୍ଥ ଡାକ୍ତରଖାନାକୁ ନିଆଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes