ଅନୁଗୁଳ ଜିଲ୍ଲା ପାଳଲହଡା ବ୍ଲକ ୪୯ ନମ୍ବର ଜାତୀୟ ରାଜପଥ ଜମରଡିହ ଛକ ନିକଟରେ ଆଜି ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇ ଆରୋହୀଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ବାସିନ୍ଦା ଉଦ୍ଧାର ପାଲଲହଡ଼ା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିବା ଜଣାପଡିଛି।
Credible Local News of Odisha