ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା,ଜଣେ ମୃତ ଓ ଜଣେ ଗୁରୁତର

ଆଜି ମଧ୍ୟାହ୍ନ ସମୟରେ ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଳକ କୁହିବାହାଳ ରାସ୍ତାରେ ଦୁଇ ବାଇକ ମଧ୍ୟରେ ମୂହାମୁହିଁ ଧକ୍କା ହେବାରୁ ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣକୁ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ବୁର୍ଲା ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିବା ଡାକ୍ତରଖାନା ସୂତ୍ରରୁ ଜଣାପଡିଛି।

ମୃତ ବିଶ୍ବମ୍ବର ବଗର୍ତ୍ତି(୫୭) ଖଲିଆପାଲି ଗ୍ରାମର। ସେ କେନ୍ଦୁ ଲିଫ୍ ବିଭାଗରେ ହେଡ ଚେକର୍ ଭାବେ କାର୍ଯ୍ୟ କରୁଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes