ସୋନପୁର ଜିଲ୍ଲା ବୀରମହାରାଜପୁର ସଦର ସ୍ଥିତ ଝାରକୁମୁଣ୍ଡା ଛକ ନିକଟରେ ଆଜି ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା।
ଏଥିରେ ବାଇକ ଆରୋହୀଙ୍କୁ ସ୍ଥାନୀୟ ଅଗ୍ନିଶମ କର୍ମଚାରୀ ଉଦ୍ଧାର କରି ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।
Credible Local News of Odisha