ଦୁଇ ଭାଲୁ ଆକ୍ରମଣରେ ବୃଦ୍ଧ ଗୁରୁତର

ମୟୁରଭଞ୍ଜ ଜିଲ୍ଲା ଖୁଣ୍ଟା ବନବିଭାଗ ଅଧିନ ଗୋଠପୁରା ଗ୍ରାମର ବାଲାଏ ହାଁସଦା ଆଜି ସକାଳ ସମୟରେ ନିକଟସ୍ଥ ଜଙ୍ଗଲରେ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଦୁଇଟି ଭାଲୁ ତାଙ୍କୁ ଆକ୍ରମଣ କରିଥିଲେ ।

ଆକ୍ରମଣରେ ପେଟର ଅନ୍ତବୁଜଳି ବାହାରି ପଡ଼ିଥିବା ବେଳେ ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ଉଦ୍ଧାର କରାଯାଇ ଉଦଳା ଚିକିତ୍ସା କେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ଜଣାଯାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes