ଦୁର୍ଘଟଣାରେ ଜଣେ ମୃତ

ବାଲିଆ ମେଳଣରୁ ଫେରୁଥିବା ବେଳେ ଦୁହୁରିଆ ଛକରେ ଦୋଳ ବିମାନକୁ ଧକ୍କା ଦେଲା ପିକଅପ୍ ଭ୍ୟାନ୍ ।

ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣଙ୍କର ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଛି । ଏହି ଦୁର୍ଘଟଣାରେ ୪ ଗୁରୁତର କଟକ ବଡ଼ ମେଡିକାଲ ସ୍ଥାନାନ୍ତର ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes