ଦୁର୍ଘଟଣାରେ ତିନି ବାଇକ ଆରୋହୀଙ୍କ ମୃତ୍ୟୁ

ଆଜି ଅପରାହ୍ନରେ ସମ୍ବଲପୁର ଜିଲ୍ଲା କୁଚିଣ୍ଡା ନିକଟ ଗୋବିନ୍ଦପୁର ଥାନା ଅନ୍ତର୍ଗତ ଗଡ଼ପୋଷ ଠାରେ ରାସ୍ତା ପାର୍ଶ୍ଵ ଗଛରେ ଏକ ବାଇକ ଧକ୍କା ହେବାରୁ ତିନି ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିବା ପୁଲିସ କହିଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes