ଦୁର୍ଘଟଣାରେ ୨ ଭାଇଙ୍କ ମୃତ୍ୟୁ ଘଟଣା; ହତ୍ୟା ଅଭିଯୋଗ ଆଣିଲା ପରିବାର

ଆଠଗଡ଼ ତିଗିରିଆ ଛକ ଭିରୁଡ଼ାରେ ଦୁର୍ଘଟଣାରେ ୨ ଭାଇଙ୍କ ମୃତ୍ୟୁ ଘଟଣାରେ ହତ୍ୟା ଅଭିଯୋଗ ଆଣିଛନ୍ତି ମୃତକଙ୍କ ପରିବାର ଲୋକ।

ଘଟଣାରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ସାଇଣ୍ଟିଫିକ୍ ଟିମ୍‌ ତଦନ୍ତ ଜାରି ରଖିଛି। ସୂଚନାଯୋଗ୍ୟ, ଗତକାଲି ୨ ଭାଇ ଶରତ ଦେହୁରୀ ଓ ଲକ୍ଷ୍ମଣ ଦେହୁରୀଙ୍କ ମୃତ୍ୟୁ ହୋଇଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes