ବଲାଙ୍ଗୀର ଜିଲ୍ଲା ଲୋଇସିଂହାରେ ପାଞ୍ଚ ଜଣ ଦୁର୍ବୃତ୍ତ ପୂର୍ବ ଶତ୍ରୁତାରୁ ଦୁଇଜଣ ଯୁବକଙ୍କୁ ଖଣ୍ଡାରେ ଗୋଡ଼ାଇ ଗୋଡ଼ାଇ ହାଣିବାରୁ ଜଣେ ଯୁବକର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଆଜି ପୁଲିସ କହିଛି l
ଆକ୍ରମଣକାରୀ ଯୁବକ ମାନଙ୍କୁ ଗିରଫ କରିବାକୁ ଉଦ୍ୟମ ଚାଲିଥିବା ପୁଲିସ କହିଛି l