ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବାଗବର ପଞ୍ଚାୟତ ଅନ୍ତର୍ଗତ ଦେଉଲି ଗ୍ରାମରେ ଅଷ୍ଟ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୂଜକ ପଣ୍ଡିତ ସଦାନନ୍ଦ ପଣ୍ଡା ପୂଜା କାର୍ଯ୍ୟ ତୁଲାଉଥିବା ବେଳେ ଗ୍ରାମବାସୀ ସହଯୋଗ କରୁଛନ୍ତି।
Credible Local News of Odisha