ଦେଖନ୍ତୁ କେଉଁ ଦିନ କେଉଁଠି ହେବ ଲୋକସଭା ନିର୍ବାଚନ

ମେ’ ୧୩ ତାରିଖରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟରେ ନିର୍ବାଚନ ଥିବାବେଳେ ମେ’ ୨୦ ତାରିଖରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ, ଆସିକାରେ ହେବ ଭୋଟ ଗ୍ରହଣ।

ମେ’ ୨୫ରେ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ୱର ଏବଂ ଜୁନ୍‌ ୧ରେ ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁରରେ ଲୋକସଭା ନିର୍ବାଚନ ହେବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes