ଦେବଗଡର ନୂଆ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ

କଳାହାଣ୍ଡି ପିଡି ଡିଆରଡିଏ ସୋମେଶ କୁମାର ଉପାଧ୍ୟାୟଙ୍କୁ ଆଜି ଦେବଗଡ଼ର ନୂତନ ଜିଲ୍ଲାପାଳ ଭାବେ ରାଜ୍ୟ ସରକାର ଅବସ୍ଥାପିତ କରିଛନ୍ତି l

ଦେବଗଡ଼ ଜିଲ୍ଲାପାଳ ସୁଧାଂଶୁ ମୋହନ ସାମଲଙ୍କୁ ଜଳସମ୍ପଦ ବିଭାଗ ଯୁଗ୍ମ ସଚିବ ଭାବେ ବଦଳି କରାଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes