ସୋନପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡର ଧର୍ମଶାଳା ଠାରେ ଅନୁଷ୍ଠିତ ହୋଇଥିବା ପଞ୍ଚମ ଦେଶ୍ ଫାଲ୍ ଲୋକ ମହୋତ୍ସବ ଉଦ୍ଯାପିତ ହୋଇଯାଇଛି। ଏଥିରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଅତିଥି ଭାବେ ଯୋଗଦେଇ ଥିବା ବେଳେ ବିଭିନ୍ନ ଜିଲ୍ଲାରୁ ବହୁ କଳାକାର ଯୋଗଦେଇ ଥିଲେ।
Credible Local News of Odisha