ଦେଶ ଫାଲ ମହୋତ୍ସବ ପାଇଁ ମଶାଲ ଶୋଭାଯାତ୍ରା

ସୋନପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଧର୍ମଶାଳା ଠାରେ ୪ ତମ ଦେଶ ଫାଲ ଲୋକ କଳା ମହୋତ୍ସବ ପାଇଁ ଆଜି ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରି ମଶାଲ ଶୋଭାଯାତ୍ରା ବାହାରିଥିବା ଦେଖିବାକୁ ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes