ଦେୟମୁକ୍ତ ବିଜୁଳି ଦାବିରେ ଆନ୍ଦୋଳନ ପାଇଁ ଆପ୍ ର ପ୍ରସ୍ତୁତି

ଦୁଇ ଶହ ୟୁନିଟ ଦେୟମୁକ୍ତ ବିଜୁଳି ଯୋଗାଇବା ଏବଂ ଅଘୋଷିତ ବିଜୁଳି କାଟ୍ ବିରୁଦ୍ଧରେ ଆନ୍ଦୋଳନ ପାଇଁ ଆପ୍ ର ପ୍ରସ୍ତୁତି ବୈଠକ ଢ଼େଙ୍କାନାଳରେ ଜିଲ୍ଲା ସଭାପତି ପଙ୍କଜ ନାୟକଙ୍କ ତତ୍ୱାବଧାନରେ ଜିଲ୍ଲା କାର୍ଯ୍ୟକାରିଣୀ ଓ ସକ୍ରିୟ ସଦସ୍ୟ ମାନଙ୍କ ସହିତ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ଅନୁଷ୍ଠିତ ହେଇଯାଇଛି।

ଦୁଇ ଶହ ୟୁନିଟ ଦେୟମୁକ୍ତ ବିଜୁଳି ଯୋଗାଇବା, ଅଘୋଷିତ ବିଜୁଳି କାଟ୍ ଓ ଲୋ-ଭୋଲ୍ଟେଜ ବିରୁଦ୍ଧରେ ଆମ୍ ଆଦମୀ ପାର୍ଟି ଢ଼େଙ୍କାନାଳ ଶାଖା ପକ୍ଷରୁ ଆସନ୍ତା ୫ ଜୁଲାଇ ବୁଧବାର ଦିନ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ପାଇଁ ନିଷ୍ପତ୍ତି ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes