ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନ୍ଡ଼ିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବା ସହ ଓଡିଶା ବିଧାନସଭା ସବୁ ଦଳର ସଭ୍ୟ ମାନେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟକୁ ଯାଇ ଓଡିଆ ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବା ପାଇଁ ଟ୍ୱିଟ ଯୋଗେ ନିବେଦନ କରିଛନ୍ତି ।
ସମର୍ଥନ ନେଇ ମୁଖ୍ୟମନ୍ତ୍ରୀଙ୍କ ଟ୍ୱିଟ ପରେ ଧନ୍ୟବାଦ ଜଣାଇଛନ୍ତି ଶ୍ରୀମତୀ ମୁର୍ମୁ ।