ଦ୍ରୌପଦୀ ମୁର୍ମୁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ

ଝାଡ଼ଖଣ୍ଡର ପୂର୍ବତନ ରାଜ୍ୟପାଳ ତଥା ଓଡ଼ିଶାର ଆଦିବାସୀ ନେତ୍ରୀ ଦ୍ରୌପଦୀ ମୁର୍ମୁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ହେବେ ବୋଲି ଆଜି ବିଜେପି ରାଷ୍ଟ୍ରୀୟ ସଭାପତି ଜେ ପି ନଦା ଦିଲ୍ଲୀରେ ଘୋଷଣା କରିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes