ଧଉଳି ପର୍ଯ୍ୟଟନସ୍ଥଳୀର ବିକାଶ ପାଇଁ ପ୍ରସ୍ତୁତ ହେଉଛି ମାଷ୍ଟର ପ୍ଲାନ: ମନ୍ତ୍ରୀ

ଖୁବଶୀଘ୍ର ଏହାକୁ କାର୍ଯ୍ୟକାରୀ କରାଯିବ ବୋଲି ବିଧାନସଭାର ପ୍ରଶ୍ନକାଳରେ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ ପାତ୍ର ସୂଚନା ଦେଇଛନ୍ତି।

ଧଉଳି, ବିନ୍ଦୁସାଗର ଓ କେଦାର ଗୌରୀର ବିକାଶ ନେଇ ପ୍ରଶ୍ନ ଉଠାଇଥିଲେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes