ଧନୁଯାତ୍ରା ମହୋତ୍ସବରେ ବିଧାୟକଙ୍କୁ ମାନପତ୍ର ଦେଇ ସମ୍ବର୍ଦ୍ଧିତ

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ବାବା ଅବଧୂତ ସାଂସ୍କୃତିକ ସଂଘ ପକ୍ଷରୁ ଆୟୋଜିତ ହୋଉଥିବା ବିରାଟ ଧନୁଯାତ୍ରା ମସୋତ୍ସବର ସପ୍ତମ ରଜନୀରେ ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ।

ଏଥିରେ ଧନୁଯାତ୍ରା କମିଟିର ପକ୍ଷରୁ ଶ୍ରୀ ବିଧାୟକଙ୍କୁ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes