ସୋନପୁର ଜିଲ୍ଲା ବୀରମହାରାଜପୁର ଅନ୍ତର୍ଗତ ସୁବଳୟା ସ୍ଥିତ ବାବା ଅବଧୂତ ସାଂସ୍କୃତିକ ସଂଘ ଆନୁକୂଲ୍ୟରେ ବିରାଟ ଧନୁଯାତ୍ରା ମହୋତ୍ସବ ଉଦଘାଟିତ ହୋଇଯାଇଛି।
ଏଥିରେ ଉପଖଣ୍ଡ ପୁଲିସ ଅଧିକାରୀ ଡୋଳାମଣି ଭୋଇ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିବା ନେଇ କମିଟିର ସଭାପତି ରାଜେଶ ସେଠୀ ସୂଚନା ଦେଇଛନ୍ତି।