ଧର୍ମେନ୍ଦ୍ରଙ୍କ ଘଣ୍ଟା ଓ ସିସିଟିଭି ହାର୍ଡଡିସ୍କ ଯାଞ୍ଚ

ପୁରୀ ଜିଲ୍ଲା ନିମାପଡ଼ାର ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁ ମୃତ୍ୟୁ ଘଟଣାରେ ଧର୍ମେନ୍ଦ୍ରଙ୍କ ଘଣ୍ଟା ଓ ଘରର ସିସିଟିଭି ହାର୍ଡଡିସ୍କ ଫରେନସିକ୍ ଯାଞ୍ଚ ପାଇଁ ପଠାଇଛି ପୁଲିସ।

ଧର୍ମେନ୍ଦ୍ରଙ୍କ ହାତ ଘଣ୍ଟା ସହ ମୋବାଇଲ ଓ ସିସିଟିଭି ଲିଙ୍କ୍ ଥିବା ସୂଚନା ମିଳିଛି। ଘଣ୍ଟାରୁ କାହାକୁ ମେସେଜ୍ କରିଛନ୍ତି ନା ନାହିଁ ଜାଣିବାକୁ ଯାଞ୍ଚ ହେବ। ଆଜି ପୁଲିସ ଧର୍ମେନ୍ଦ୍ରଙ୍କ ଡ୍ରାଇଭର ଓ ସହକର୍ମୀଙ୍କୁ ପଚରାଉଚରା କରିବ ବୋଲି ସୂଚନା ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes