ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମ ଦିନ ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ

ଅନଗୁଳ ଜିଲ୍ଲା ତାଳଚେର ଠାରେ ଆଜି କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମ ଦିନ ଉପଲକ୍ଷେ ବିଜେପି ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ପ୍ରଥମେ ଦ୍ଵିପ ପ୍ରଜନନ , ବୃକ୍ଷ ରୋପଣ ଓ ରକ୍ତ ଦାନ ଶିବିର ଆୟୋଜିତ କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes