ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣାରେ ଭୁବନେଶ୍ୱର ଡିସିପିଙ୍କ ନିକଟରେ ଫେରାଦ ହେଲା କଂଗ୍ରେସ

ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣାରେ କଂଗ୍ରେସ ଭୁବନେଶ୍ୱର ଡିସିପିଙ୍କ ନିକଟରେ ଫେରାଦ ହୋଇଛି।

ଘଟଣାର ନିରପେକ୍ଷ ତଦନ୍ତ କରିବାକୁ ଦାବି କରିଛି କଂଗ୍ରେସ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes