ଧର୍ମେନ୍ଦ୍ର ସାହୁ ମୃତ୍ୟୁ ଘଟଣାରେ ବିଜେପିର ରାସ୍ତାରୋକ

ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁ ମୃତ୍ୟୁ ଘଟଣାରେ ପୁରୀ ଦୋଳବେଦୀ ଛକରେ ନିମାପଡ଼ା ବିଜେପି ଶାଖା ପକ୍ଷରୁ ରାସ୍ତାରୋକ କରାଯାଇଛି।

ମନ୍ତ୍ରୀ ସମୀର ଦାଶଙ୍କୁ ତଦନ୍ତ ପରିସରଭୁକ୍ତ କରିବାକୁ ଦାବି କରିଛି ବିଜେପି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes