ଧଳପୁର ଠାରୁ ପୁରୁଣାକଟକ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ ନେଇ ବୈଠକ

ବୌଦ୍ଧ ଜିଲ୍ଲା ହରଭଙ୍ଗା ତହସିଲଦାରଙ୍କ କାର୍ଯ୍ୟାଳୟ ଠାରେ ପ୍ରଶାସନ ଓ ଆଞ୍ଚଳିକ ବିକାଶ ପରିଷଦ ପକ୍ଷରୁ ଆଜି ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି।‌

ଏଥିରେ ଗତକାଲି ହୋଇଥିବା ରାସ୍ତା ଅବରୋଧର ଧଳପୁର ଠାରୁ ପୁରୁଣାକଟକ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ ଉପରେ ଆଲୋଚନା ହୋଇଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes