ଧାମନଗର ଉପନିର୍ବାଚନରେ ପ୍ରଚାର କରିବେ ୩ କେନ୍ଦ୍ରମନ୍ତ୍ରୀ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଓ ବିଶ୍ୱେଶ୍ୱର ଟୁଡୁ ଧାମନଗର ଉପନିର୍ବାଚନରେ ପ୍ରଚାର କରିବେ।

ଏ ନେଇ ଆଜି ବିଜେପି ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes