ଧାମନଗର ଉପନିର୍ବାଚନ ପାଇଁ ଆସନ୍ତାକାଲି ପଡ଼ିବ ଭୋଟ, ପ୍ରସ୍ତୁତି ଶେଷ

ଧାମନଗର ଉପନିର୍ବାଚନ ପାଇଁ ଆସନ୍ତାକାଲି ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ମୋଟ ୨୫୨ ବୁଥରେ ମତଦାନ ହେବ।

ସେଥିମଧ୍ୟରୁ ୧୧୦ଟି ସମ୍ବେଦନଶୀଳ ବୁଥ ରହିଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶିଲ ଲୋହାନୀ କହିଛନ୍ତି। ସେହିପରି ନିର୍ବାଚନ ଆଚରଣବିଧି ଉଲ୍ଲଂଘନ ନେଇ ୫ଟି ମାମଲା ହୋଇଛି ବୋଲି ସେ ସୂଚନା ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes