ଧାମନଗର ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଆରମ୍ଭ

ସକାଳ ୭ଟାରୁ ଆରମ୍ଭ ହୋଇଥିବା ମତଦାନ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ।ମତଦାନ କେନ୍ଦ୍ରର ୧୦୦ ମିଟର ପରିଧି ଭିତରେ କଟକଣା ଲାଗିଛି।

୫ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୨ ଲକ୍ଷ ୩୮ ହଜାର ଭୋଟର। ମୋଟ ୨୫୨ଟି ବୁଥରୁ ୧୧୦ଟି ବୁଥକୁ ସମ୍ବେଦନଶୀଳ ଘୋଷଣା କରିଛି ନିର୍ବାଚନ କମିଶନ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes