ନଅ ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ ଚେତାବନୀ

ଅନୁଗୁଳ, ବୌଦ୍ଧ, ବଲାଙ୍ଗୀର, ଦେବଗଡ଼, ଝାରସୁଗୁଡା, ମୟୁରଭଞ୍ଜ, ସମ୍ବଲପୁର, ସୋନପୁର ଏବଂ ସୁନ୍ଦରଗଡ଼ ଆଦି 9 ଟି ଜିଲ୍ଲାକୁ ଆଜି ଏସଆରସିଙ୍କ ପକ୍ଷରୁ ଗ୍ରୀଷ୍ମ ପ୍ରବାହ ଚେତାବନୀ ଦିଆଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes