ନଅ ଶ୍ରେଷ୍ଠ ବ୍ୟାଙ୍କକୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ

ବିଭିନ୍ନ କ୍ଷେତ୍ରରେ ରାଜ୍ୟରେ ଋଣ ଯୋଗାଣ ଦିଗରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା 9 ଟି ବ୍ୟାଙ୍କକୁ ଆଜି ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ କରିଛନ୍ତି l

2021-22 ରେ ମୋଟ 1.93 ଲକ୍ଷ କୋଟି ଟଙ୍କାର ଋଣ ଯୋଗାଣ ହୋଇଥିବା ବେଳେ ଚଳିତ ଆର୍ଥିକ ବର୍ଷ ପାଇଁ 1.34 ଲକ୍ଷ କୋଟିର ଋଣ ଲକ୍ଷ୍ୟ ରଖାଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes