ସୋନପୁର ଜିଲ୍ଲା ବୀରମହାରାଜପୁର ସଦରସ୍ଥିତ ତ୍ରୀବେଣୀ ଛକ ନିକଟରେ ଥିବା ଦୁର୍ଗ ମନ୍ଦିର ଠାରେ ଆଜି ଠାରୁ ନବରାତ୍ର ପୂଜା ପାଇଁ କଳସ ଶୋଭା ଯାତ୍ରା ଅନୁଷ୍ଠିତ ହୋଇଯାଇଛି।
ଏଥିରେ ପୂଜକ ମନୋରଞ୍ଜନ ଦାସ ପୂଜା କାର୍ଯ୍ୟ ତୁଲାଇଥିବା ବେଳେ ସନ୍ତୋଷ ମିଶ୍ର କର୍ତ୍ତା ଦାଇତ୍ୱ ତୁଲାଉଛନ୍ତି। କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ରହି ସହଯୋଗ କରିଥିଲେ।