ନବାହ ପାରାୟଣ ପାଇଁ କଳସ ଶୋଭା ଯାତ୍ରା

ସୋନପୁର ଜିଲ୍ଲା ବୀରମହାରାଜପୁର ସଦର ସ୍ଥିତ ଚମ୍ପାପୁର ( ଗଡଭିତର) ଠାରେ ଆସନ୍ତା କାଲି ଠାରୁ ଶ୍ରୀରାମ ଚରିତ ମାନସ ନବାହ ପାରାୟଣ ଓ ପ୍ରବଚନ ପାଇଁ ଆଜି କଳସ ଶୋଭା ଯାତ୍ରା ଅନୁଷ୍ଠିତ ହୋଇଯାଇଛି।

ଏଥିରେ ବହୁ ସଂଖ୍ୟକ ମହିଳା ଓ ପୁରୁଷ ସାମିଲ ହୋଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes