ନବୀନଙ୍କୁ ଭେଟିଲେ ଅଭିନେତା ସୋନୁ ସୁଦ

ବଲିଉଡ଼ର ଅଭିନେତା ସୋନୁ ସୁଦ ଆଜି ଭୁବନେଶ୍ୱର ଗସ୍ତରେ ଆସିଥିବା ବେଳେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି l

ନବୀନ ଏହି ଅବସରରେ ସୋନୁଙ୍କୁ ହକି ଇଣ୍ଡିଆର ଏକ ଜର୍ସି ଉପହାର ଦେଇଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes