ନବ ଜନ୍ମିତ ଶିଶୁ ପୁତ୍ରର ମୃତ ଦେହ ଉଦ୍ଧାର

ଗଞ୍ଜାମ ଜିଲ୍ଲା ଗୋପାଳପୁର ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥ ନିକଟରୁ ଏକ ନବ ଜାତ ଶିଶୁ ପୁତ୍ରର ମୃତ ଦେହକୁ ପୁଲିସ୍ ଉଦ୍ଧାର କରି ବ୍ରହ୍ମପୁର ମେଡିକାଲ ପଠାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes