ଝାରସୁଗୁଡାରେ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାରେ ଗତକାଲି ରାତି କ୍ରାଇମବ୍ରାଞ୍ଚ ଝାରସୁଗୁଡା ବିମାନ ବନ୍ଦର ଥାନା ପାଇଖାନା ଟାଙ୍କି ଖୋଲିଥିଲା।
ସେଠାରୁ ଗୋପାଳର ହାତ ଲେଖା ଚିଠି ମିଳିଥିବା ସୂଚନା ମିଳିଛି।ହତ୍ୟାକାଣ୍ଡ ଦିନ ଅଭିଯୁକ୍ତ ଗୋପାଳ ଏୟାରପୋର୍ଟ ଥାନାକୁ ନିଆ ଯାଇଥିଲା। ସେଠି ଗୋପାଳ କାଗଜରେ କିଛି ତଥ୍ୟ ଲେଖି ଛାଡି ଥିବା ନେଇ ଜଣାପଡ଼ିଥିଲା ।