ନବ ନିର୍ମିତ ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ

ଆଜି ବରଗଡ଼ ଜିଲ୍ଲା ଅତାବିରା ବ୍ଳକ ଅନ୍ତର୍ଗତ ଡୁମେରପାଲି ଗ୍ରାମରେ ନବ ନିର୍ମିତ ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ ଆୟୋଜିତ ହୋଇଛି।

ଏଠାରେ ଭକ୍ତଙ୍କ ପ୍ରବଳ ଭିଡ଼ ଲାଗିରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes