ନଭେମ୍ବର 30 ରୁ ଭୁବନେଶ୍ୱରରେ ମେକ ଇନ ଓଡିଶା କନକ୍ଳେଭ

ଆସନ୍ତା ନଭେମ୍ବର 30 ରୁ ଡିସେମ୍ବର 4 ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ମେକ ଇନ ଓଡିଶା କନକ୍ଳେଭ ଅନୁଷ୍ଠିତ ହେବ ବୋଲି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁବାଇରେ ନିବେଶକ ସମ୍ମିଳନୀରେ ଘୋଷଣା କରିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes